ଶ୍ରୀ ଶ୍ରୀ ତ୍ରିନାଥ ଠାକୁର ଙ୍କ ବାର୍ଷିକ ଉତ୍ସବ ପାଳିତ

0
48

ବେଗୁନିଆପଡ଼ା (ଓବି ନ୍ୟୁଜ୍) (ଗାୟତ୍ରୀ ଦେବୀ) ; ବେଗୁନିଆପଡ଼ା ବ୍ଳକ ଅନ୍ତର୍ଗତ ଏସ. ଛଚିନା ବସଷ୍ଟାଣ୍ଡରେ ଶ୍ରୀ ତ୍ରିନାଥ ଠାକୁରଙ୍କ ବାର୍ଷିକ ଉତ୍ସବ ରବିବାର ଦିନ ପାଳିତ ହୋଇଯାଇଛି । ପ୍ରଭାତରେ ମଙ୍ଗଳ ଆଳତି ସହ ହୋମ ଯଜ୍ଞ ଅନୁଷ୍ଠିତ ହୋଇ ଥିଲା । ସନ୍ଧ୍ୟାରେ ପୂଜା ଅର୍ଚନା ସହ ଠାକୁର ସୁସଜ୍ଜିତ ରଥରେ ଶହ ଶହ ଭକ୍ତମାନଙ୍କ ଗହଣରେ ଗ୍ରାମ ପରିକ୍ରମା କରିଥିଲେ । ଗ୍ରାମବାସୀ ପୂର୍ଣ୍ଣକୁମ୍ଭ ଓ ଦୀପ ପ୍ରଦାନ କରିଥିଲେ । ରାତିରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏଥିରେ ଯୁବକ ସଂଘ, ବଣିଜ ସଂଘ ଓ ଗ୍ରାମବାସୀ ସହଯୋଗ କରିଥିଲେ ।

LEAVE A REPLY

Please enter your comment!
Please enter your name here