୪ ରାଜ୍ୟସଭା ପ୍ରାର୍ଥୀ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ କ୍ୟାବିନେଟ୍ ପାହ୍ୟା ପଦବି

0
613

ସୁବାସ ସିଂ, ମୁନ୍ନା ଖାଁ, ମମତା ମହନ୍ତ, ସୁଜିତ କୁମାର

ବ୍ରହ୍ମପୁର (ଓବି ନ୍ୟୁଜ): ସମସ୍ତ କଳ୍ପନା ଜଳ୍ପନାର ଅବସାନ ଘଟାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ୪ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି । ସେମାନେ ହେଲେ ସୁବାସ ସିଂ, ମୁନ୍ନା ଖାଁ, ମମତା ମହନ୍ତ, ସୁଜିତ କୁମାର ।

ସେହିପରି ଆଶାୟୀ ତାଲିକାରେ ଥିବା ବ୍ରହ୍ମପୁରର ପୂର୍ବତନ ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜୁ ଜନତା ଦଳର ସଭାପତି ଡ. ରମେଶ ଚନ୍ଦ୍ର ଚ୍ୟାଉ ପଟ୍ଟନାୟକଙ୍କୁ କ୍ୟାବିନେଟ୍ ପାହ୍ୟା ଓଡ଼ିଶା ନିର୍ମାଣ ଶ୍ରମିକ ବୋର୍ଡ଼ର ଅଧ୍ୟକ୍ଷ ରୂପେ ଘୋଷଣା କରିଛନ୍ତି । ଏହାକୁ ନେଇ ସେମାନଙ୍କ ଶିବିର ଓ ସମର୍ଥକଙ୍କ ମହଲରେ ଖୁସିର ଲହରୀ ଖେଳିଯାଇଛି ।

LEAVE A REPLY

Please enter your comment!
Please enter your name here