ପଞ୍ଚାୟତସ୍ତରୀୟ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

0
73

ପୋଲସରା (ଓବି ନ୍ୟୁଜ୍) ; ଗତକାଲି ପୋଲସରା ବ୍ଲକ ଅନ୍ତର୍ଗତ ପାଣ୍ଡିରିପଡା,ଜୋକବନ୍ଧ,ଗୋଛାବାଡି ଗ୍ରାମ ପଂଚାୟତ ଠାରେ ମୋ ନିବେଦନ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମୁଖ୍ୟ ଅତିଥୀ ଭାବେ ଯୋଗ ଦେଇ ଜନସାଧାରଣଙ୍କ ସମସ୍ୟା ଓ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ପୋଲସରା ବିଡିଓ, ତହସିଲଦାର, ଏଇଇ, କନିଷ୍ଠ ଯନ୍ତ୍ରୀ ,ବ୍ଲକ କର୍ମଚାର.ସରପଂଚ ଏବଂ ସମିତିସଭ୍ୟ ମାନଙ୍କ ସମେତ ବହୁ ଜନସାଧାରଣ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here