ପ୍ରଶିକ୍ଷଣ ଶିବିର

0
48

ଛତ୍ରପୁର(ଓବି ନ୍ୟୁଜ) (ପ୍ରଶାନ୍ତ ମହାରଣା): ପୋଲସରା ବ୍ଲକ ଅନ୍ତର୍ଗତ ହାତୀଓଟ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଲିପିକା ସ୍ୱେଚ୍ଛାସେବୀ ଆୟୋଜକ ବ୍ରହ୍ମପୁର ତରଫରୁ ୱାର୍ଡ ସଭ୍ୟ/ସଭ୍ୟା ମାନଙ୍କର ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଧାୟକ ତଥା ଗଞ୍ଜାମ ଜିଲ୍ଲା ଯୋଜନା ବୋର୍ଡ଼ ଅଧ୍ୟକ୍ଷ ଶ୍ରୀକାନ୍ତ ସାହୁ ମୂଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି।ସରପଞ୍ଚ,ୱାର୍ଡ ସଭ୍ୟ/ସଭ୍ୟା ମାନେ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here