ଧର୍ମଗଡ଼ରେ ସ୍ୱାଧୀନତା ଦିବସ ପାଳିତ

0
16

ଧର୍ମଗଡ଼(ଓବି ନ୍ୟୁଜ୍): ଧର୍ମଗଡ଼ ଉପଖଣ୍ଡ ପ୍ରଶାସନ ପକ୍ଷରୁ ମହା ଆନନ୍ଦର ସହ ସ୍ୱାଧୀନତା ଦିବସ ପାଳିତ ହୋଇଛି । ଏଥିରେ ମୁଖ୍ୟ ଅତିଥିଭାବେ ଉପଜିଲାପାଳ ପଦ୍ମନାଭ ବେହେରା ଯୋଗଦେଇ ପତାକା ଉତୋଳନ କରି ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ । ଏହି ଅବସରରେ ପୂର୍ବରୁ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତୀ ପ୍ରତିଯୋଗିମାନଙ୍କୁ ପୁରସ୍କୃତ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here